ବାତ୍ୟା ପାଇଁ ମନ୍ତ୍ରୀଙ୍କୁ ଜିଲ୍ଲା ଦାୟିତ୍ୱ: ୯ ଜିଲ୍ଲା ପାଇଁ ୯ ମନ୍ତ୍ରୀଙ୍କୁ ଦିଆଗଲା ଦାୟିତ୍ୱ
ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ପୁରୀ-ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ।
Read More