ପୂର୍ବତଟ ରେଳପଥର ଘୋଷଣା: କୁମ୍ଭମେଳାକୁ ଓଡ଼ିଶାରୁ ଗଡ଼ିବ ୭ଟି ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର: ରାତି ପାହିଲେ ତୀର୍ଥରାଜ ପ୍ରୟାଗରାଜ କୁମ୍ଭମେଳା-୨୦୨୫ ଆରମ୍ଭ ହେବ। ସୂର୍ଯ୍ୟୋଦୟ ପର୍ବରୁ ସାଧୁସନ୍ଥମାନେ ପବିତ୍ର ଗଙ୍ଗାନଦୀରେ ବୁଡ଼ ପକାଇବେ। ଏଥି ସହିତ ଦେଶ-ବିଦେଶରୁ ଜୁଟିଥିବା ଶ୍ରଦ୍ଧାଳୁମାନେ
Read More