ମାଲକାନଗିରିର ନର୍ସ ସଂଯୁକ୍ତା ସେଠୀ ପାଇବେ ଫ୍ଲୋରେନ୍ସ ନାଇଟିଙ୍ଗଲ ପୁରସ୍କାର
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଉତ୍ତମ ରୋଗୀ ସେବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ନର୍ସିଂ ସିଷ୍ଟର ସଂଯୁକ୍ତା ସେଠୀଙ୍କୁ ଚଳିତବର୍ଷ ଜାତୀୟସ୍ତରରେ ଫ୍ଲୋରେନ୍ସ ନାଇଟିଙ୍ଗଲ ପୁରସ୍କାରରେ ସମ୍ମାନିତ କରାଯିବ। ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ ଡା.ଧନେଶ୍ଵର ମହାପାତ୍ର ପ୍ରକାଶ କରିଛନ୍ତି ଯେ ଆସନ୍ତା ସେପ୍ଟେମ୍ବର ୧୧ରେ ରାଷ୍ଟ୍ରପତି ଭବନ ପରିସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିବେ। ଉତ୍ତମ ରୋଗୀ ସେବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ନର୍ସିଂ ସିଷ୍ଟର ସଂଯୁକ୍ତା ସେଠୀଙ୍କୁ ଚଳିତବର୍ଷ ଜାତୀୟସ୍ତରରେ ଫ୍ଲୋରେନ୍ସ ନାଇଟିଙ୍ଗଲ ପୁରସ୍କାରରେ ସମ୍ମାନିତ କରାଯିବ। ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ ଡା.ଧନେଶ୍ଵର ମହାପାତ୍ର ପ୍ରକାଶ କରିଛନ୍ତି ଯେ ଆସନ୍ତା ସେପ୍ଟେମ୍ବର ୧୧ରେ ରାଷ୍ଟ୍ରପତି ଭବନ ପରିସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିବେ।