ରାଜ୍ୟ

ସୁସ୍ଥ ହୋଇ ସାଂସଦ ପ୍ରତାପ ଷଡ଼ଙ୍ଗୀ ଓଡ଼ିଶା ଫେରିଲେ

ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ସୁସ୍ଥ ହୋଇ ଓଡ଼ିଶା ଫେରିଛନ୍ତି । ସୋମବାର ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଘଟଣାକୁ ଅତ୍ୟନ୍ତ ଜଘନ୍ୟ ଓ ନିନ୍ଦନୀୟ ବୋଲି ସେ କହିଛନ୍ତି

ଭୁବ‌ନେଶ୍ବର: ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ସୁସ୍ଥ ହୋଇ ଓଡ଼ିଶା ଫେରିଛନ୍ତି । ସୋମବାର ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଘଟଣାକୁ ଅତ୍ୟନ୍ତ ଜଘନ୍ୟ ଓ ନିନ୍ଦନୀୟ ବୋଲି ସେ କହିଛନ୍ତି। ସେ ସାମ୍ୱାଦିକଙ୍କୁ ପ୍ରଶ୍ନ କରିଛନ୍ତି, କୌଣସି ସାଂସଦ ଏଭଳି ଅଶୋଭନୀୟ ଆଚରଣ କରନ୍ତି କି?

ସେ କହିଛନ୍ତି, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ। ଯେଉଁମାନେ ଏଭଳି କରୁଛନ୍ତି, ସେମାନଙ୍କୁ ନିର୍ବାଚନୀ ରାଜନୀତିରେ ସଠିକ୍‌ ଜବାବ ଦିଆଯାଉ।

Leave a Reply

Your email address will not be published. Required fields are marked *