ରାଜ୍ୟ

ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲା‌ଇବେ ଓଡ଼ିଶା ସରକାର। ଏଥିଲାଗି ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ଚଳାଚଳ କରିବ। ଏହି ସତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ରେଳ ଷ୍ଟେସନରେ ଉଦଘାଟନ କରିବେ ବୋଲି ଜଣାଯାଇଛି।

ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଆଧ୍ୟାତ୍ମିକ ଯାତ୍ରା ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭୂତି ପ୍ରଦାନ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

Indian Railways

Leave a Reply

Your email address will not be published. Required fields are marked *