ରାଜ୍ୟ

ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିସନର ଦାୟିତ୍ବ

ଭୁବନେଶ୍ବର:  ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ  ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି । ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର। ଦୀର୍ଘବର୍ଷର କ୍ୟାରିୟର ମଧ୍ୟରେ ମଧୁସୂଦନ ପାଦୀ ବିଭିନ୍ନ ପଦବୀରେ ଓଡ଼ିଶା ସରକାରଙ୍କ ପାଇଁ କାର୍ଯ୍ୟ କରିଥିଲେ।

Leave a Reply

Your email address will not be published. Required fields are marked *