୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାବୁଗାଁ ଥାନା ଏଏସ୍ଆଇ
ନବରଂଗପୁର: ଏକ ଗଣ୍ଡଗୋଳ ମାମଲାର ରଫାଦଫା କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଏଏସଆଇ ସୀମାଂଚଳ ମହାରଣା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଗଣ୍ଡଗୋଳ ମାମଲାରେ ଦଫା କୋହଳ କରିବା ପାଇଁ ପାପଡାହାଣ୍ଡି ବ୍ଲକ ରାଉଁଳିଗୁଡାର ମକରନ୍ଦ ଜାନୀଙ୍କୁ ଲାଂଚ ମାଗିଥିଲେ।ନବରଂଗପୁର: ଏକ ଗଣ୍ଡଗୋଳ ମାମଲାର ରଫାଦଫା କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଏଏସଆଇ ସୀମାଂଚଳ ମହାରଣା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଗଣ୍ଡଗୋଳ ମାମଲାରେ ଦଫା କୋହଳ କରିବା ପାଇଁ ପାପଡାହାଣ୍ଡି ବ୍ଲକ ରାଉଁଳିଗୁଡାର ମକରନ୍ଦ ଜାନୀଙ୍କୁ ଲାଂଚ ମାଗିଥିଲେ।