ଘୁମୁସର ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଆଜି ସକାଳୁ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍ଟି ବରଗଡ଼ ଠାରୁ ବ୍ରହ୍ମପୁର ଯାଉଥିବା ବେଳେ କଳିଙ୍ଗା ଘାଟିର ଅନ୍ଧାରକୋଟ ପୂର୍ବରୁ ଏକ ବୁଲାଣିରେ ଦୁର୍ଘଟଣା ଘଟିଥିଲା। ଘୁମୁସର ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଆଜି ସକାଳୁ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍ଟି ବରଗଡ଼ ଠାରୁ ବ୍ରହ୍ମପୁର ଯାଉଥିବା ବେଳେ କଳିଙ୍ଗା ଘାଟିର ଅନ୍ଧାରକୋଟ ପୂର୍ବରୁ ଏକ ବୁଲାଣିରେ ଦୁର୍ଘଟଣା ଘଟିଥିଲା।
