ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ MMIT ଅଡିଟୋରିୟମରେ ଜାତୀୟ ସ୍ତରୀୟ କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବ ‘ସାମର୍ଥ୍ୟ ୨୦୨୬’ ସଫଳତାର ସହ ଆୟୋଜିତ ହୋଇଯାଇଛି। ସିନେମା ମାଧ୍ୟମରେ ଦିବ୍ୟାଙ୍ଗଜନଙ୍କ ପ୍ରତିଭା, ଇଚ୍ଛାଶକ୍ତି ଓ ଅସାଧାରଣ ସଫଳତାକୁ ସମ୍ମାନ ଜଣାଇବା ପାଇଁ ଏହି ଉତ୍ସବରେ ଚଳଚ୍ଚିତ୍ର ନିର୍ମାତା, ଅଧିକାରୀ, କଳାକାର ଓ ସାମାଜିକ କାର୍ଯ୍ୟକର୍ତ୍ତାମାନେ ଏକାଠି ହୋଇଥିଲେ।ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ MMIT ଅଡିଟୋରିୟମରେ ଜାତୀୟ ସ୍ତରୀୟ କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବ ‘ସାମର୍ଥ୍ୟ ୨୦୨୬’ ସଫଳତାର ସହ ଆୟୋଜିତ ହୋଇଯାଇଛି। ସିନେମା ମାଧ୍ୟମରେ ଦିବ୍ୟାଙ୍ଗଜନଙ୍କ ପ୍ରତିଭା, ଇଚ୍ଛାଶକ୍ତି ଓ ଅସାଧାରଣ ସଫଳତାକୁ ସମ୍ମାନ ଜଣାଇବା ପାଇଁ ଏହି ଉତ୍ସବରେ ଚଳଚ୍ଚିତ୍ର ନିର୍ମାତା, ଅଧିକାରୀ, କଳାକାର ଓ ସାମାଜିକ କାର୍ଯ୍ୟକର୍ତ୍ତାମାନେ ଏକାଠି ହୋଇଥିଲେ।
